ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର :୨୧ ତାରିଖ ସୁଦ୍ଧା ବାତ୍ୟା ରୂପ ନେବ

ଭୁବନେଶ୍ୱର : ଭାରତୀୟ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମାର୍ଚ୍ଚ ୧୬ ସକାଳ ୩ଟା ସୁଦ୍ଧା ଏହା ଦକ୍ଷିଣ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ମଧ୍ୟାହ୍ନ ବୁଲେଟିନରେ କୁହାଯାଇଛି। ଏହା କ୍ରମଶଃ ପୂର୍ବ ଉତ୍ତର-ପୂର୍ବ ଦିଗରେ ଗତି କରି ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ … Continue reading ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର :୨୧ ତାରିଖ ସୁଦ୍ଧା ବାତ୍ୟା ରୂପ ନେବ