ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ଦୁର୍ନୀତି: ପୂର୍ବତନ ପ୍ରତିରକ୍ଷା ସଚିବ ଶଶି କାନ୍ତ ଶର୍ମାଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କଲା ସିବିଆଇ

ନୂଆଦିଲ୍ଲୀ: ପୂର୍ବତନ ପ୍ରତିରକ୍ଷା ସଚିବ ଶଶି କାନ୍ତ ଶର୍ମା ଏବଂ ଭାରତୀୟ ବାୟୁସେନାର ଚାରି ଜଣ ଅଧିକାରୀଙ୍କ ବିରୋଧରେ ୩,୭୦୦ କୋଟି ଟଙ୍କାର ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ଦୁର୍ନୀିତରେ (କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ) ସିବିଆଇ ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ୍‌ ଦାଖଲ କରିଛି ବୋଲି ଅଧିକାରୀମାନେ ବୁଧବାର କହିଛନ୍ତି। କଣ୍ଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) ନିଯୁକ୍ତ ହେବା ପୂର୍ବରୁ ୨୦୧୧ ରୁ ୨୦୧୩ ମଧ୍ୟରେ ଦେଶର ପ୍ରତିରକ୍ଷା ସଚିବ ଥିବା ଶର୍ମାଙ୍କ … Continue reading ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ଦୁର୍ନୀତି: ପୂର୍ବତନ ପ୍ରତିରକ୍ଷା ସଚିବ ଶଶି କାନ୍ତ ଶର୍ମାଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କଲା ସିବିଆଇ