ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ପୂର୍ବରୁ ବୈଠକ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ପୂର୍ବରୁ ବୈଠକ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ନେଇ ବୈଠକ ଆରମ୍ଭ ହୋଇଥିବା ଜଣାପଡ଼ିଛି। ସୂଚନାନୁସାରେ, ମାର୍ଚ୍ଚ ୨୪ ରେ ୟୁପିରେ ବିଜେପି ବିଧାୟକ ଦଳର ଏକ ବୈଠକ ଅନୁଷ୍ଠିତ ହେବ ଯେଉଁଥିରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବେ। ତେବେ ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀଙ୍କ ସମ୍ପର୍କରେ … Continue reading ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ପୂର୍ବରୁ ବୈଠକ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ