ମାନସ ସ୍ୱାଇଁଙ୍କ ହତ୍ୟା ମାମଲା: ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀଙ୍କ ସମେତ ୨ ଗିରଫ

ଭଦ୍ରକ: ବହୁଚର୍ଚ୍ଚିତ ଫଟୋଗ୍ରାଫର ମାନସ ସ୍ୱାଇଁଙ୍କ ହତ୍ୟା ମାମଲାରେ ଆଜି ୨ ଜଣ ଗିରଫ ହୋଇଥିବାର ଖବର ମିଳିଛି। ଏମାନଙ୍କ ଭିତରେ ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀ ନିରଞ୍ଜନ ସେଠୀ ଥିବା ଜଣାଯାଇଛି। ଏହାଛଡ଼ା ରାଜ୍ କମ୍ୟୁନିକେସନର ମାଲିକ ରଞ୍ଜନ ନାୟକଙ୍କୁ ବି ଗିରଫ କରିଛି ଚାନ୍ଦବାଲି ପୁଲିସ। ଭଦ୍ରକ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଫଟୋଗ୍ରାଫର ମାନସ ସ୍ୱାଇଁଙ୍କ … Continue reading ମାନସ ସ୍ୱାଇଁଙ୍କ ହତ୍ୟା ମାମଲା: ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀଙ୍କ ସମେତ ୨ ଗିରଫ