ମାର୍ଚ୍ଚ ୨୮ରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତ ବର୍ଷ ଷୋଡ଼ଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ୨୦୨୨ ମାର୍ଚ୍ଚ ୨୮ରୁ ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜନ ହେବାକୁ ଯାଉଛି। ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାର ଏହି ହସ୍ତଶିଳ୍ପ ମେଳାରେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ତଥା ସମସାମୟିକ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ … Continue reading ମାର୍ଚ୍ଚ ୨୮ରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା