ନେତୃତ୍ୱ ସୁଦୃଢ ଥିଲେ ଦଳକୁ ଏପରି ପରାଜୟର ସାମନା କରିବାକୁ ପଡିନଥାନ୍ତା: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ପାଇଁ ହୋଇଥିବା ମେୟର ଓ କର୍ପୋରେଟର ନିର୍ବାଚନରେ ପରାଜୟ ପରେ ବିଜେପି ନେତ୍ରୀ ତଥା ସାଂସଦ ଅପରାଜିତା ଷଡଙ୍ଗୀ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ନେତୃତ୍ୱ ସୁଦୃଢ ଥିଲେ ଦଳକୁ ଏପରି ପରାଜୟର ସାମନା କରିବାକୁ ପଡିନଥାନ୍ତା। ତେଣୁ ପରାଜୟ ପାଇଁ ଦଳର ଦୁର୍ବଳ ନେତୃତ୍ୱ ହିଁ ଦାୟୀ। ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ କହିଛନ୍ତି ଯେ, ସାରା ରାଜ୍ୟରେ ବିଜେପିର ସମର୍ଥ … Continue reading ନେତୃତ୍ୱ ସୁଦୃଢ ଥିଲେ ଦଳକୁ ଏପରି ପରାଜୟର ସାମନା କରିବାକୁ ପଡିନଥାନ୍ତା: ଅପରାଜିତା ଷଡ଼ଙ୍ଗୀ