କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣା: କୋର୍ଟରେ ହାଜର ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା

ଭଦ୍ରକ/ଚାନ୍ଦବାଲି: ନୟାଗଡର ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ଅପହରଣ ଓ ହତ୍ୟାକାଣ୍ଡରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଖେଳ ଖତମ୍ ହୋଇଛି। ଶର୍ମିଷ୍ଠା ଆଉ ଲୁଚକାଳି ଖେଳି ପୁଲିସକୁ ଚକମା‌ ଦେଖାଇ ଖସି ଯିବାକୁ ଚେଷ୍ଟା କରିଥିଲା। ମାତ୍ର କ୍ରାଇମ୍ ବ୍ରାଞ୍ଚ ଟିମ୍ ଜାଲରୁ ଶର୍ମିଷ୍ଠା ଖସି ଯିବାରେ ସକ୍ଷମ ହୋଇ ପାରିଲା ନାହିଁ। ଶର୍ମିଷ୍ଠା ଓ ତାର ସହଯୋଗୀ ଝୁନା ଭୋଇକୁ ଧରିବା ପାଇଁ … Continue reading କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣା: କୋର୍ଟରେ ହାଜର ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା