ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟର ପିଛା ୮୫ ପଇସା ଓ ଡିଜେଲ ଲିଟର ପିଛା ୭୪ ପଇସା ବଢ଼ିଲା

ଭୁବନେଶ୍ୱର: ଆଜି ମଧ୍ୟ ସମଗ୍ର ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟର୍ ପିଛା ୮୫ ପଇସା ଓ ଡିଜେଲ ଲିଟର ପିଛା ୭୪ ପଇସା ବଢ଼ିଛି। ଏହାଫଳରେ, ରାଜଧାନୀରେ ପେଟ୍ରୋଲ ଲିଟର ପିଛା ଦର ହେଲା ୧୦୭.୧୧ ଓ ଡିଜେଲ୍ ୯୬.୮୩ ଟଙ୍କା। ଏଣେ ପେଟ୍ରୋଲ ଓ ଡିଜେଲ୍ ଦାମ୍ ସାରା ଦେଶରେ ଲିଟର ପିଛା ପେଟ୍ରୋଲ ୮୦ ପଇସା ଓ … Continue reading ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟର ପିଛା ୮୫ ପଇସା ଓ ଡିଜେଲ ଲିଟର ପିଛା ୭୪ ପଇସା ବଢ଼ିଲା