ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କଲା ଓସିପିଏଲ୍

ଭୁବନେଶ୍ୱର: ଓଡିଶା ସରକାରଙ୍କର ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କରିଛି। ଆଜି ଏହି ଉପଲକ୍ଷେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ସଚିବ ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ଶାସନ … Continue reading ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କଲା ଓସିପିଏଲ୍