ଓଡ଼ିଶା ପୁଲିସର ୮୭ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ବର: ଓଡ଼ିଶା ପୁଲିସର ୮୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ୱର ସପ୍ତମ ବାଟାଲିଆନଠାରେ କମିସନରେଟ ପୁଲିସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମିସନରେଟ ପୁଲିସ ଆଗାମୀ ଦିନରେ କିପରି ଅଧିକରୁ ଅଧିକ ଭଲ କାମ କରି ଲୋକଙ୍କ ଆସ୍ଥାଭାଜନ ହୋଇପାରିବ ସେ ନେଇ ଆଜି ସଂକଳ୍ପ ନିଆଯାଇଥିବା ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି। ସେବା ମନୋବୃତ୍ତି ନେଇ କମିସନରେଟ ପୁଲିସ କାମ କରିବ। … Continue reading ଓଡ଼ିଶା ପୁଲିସର ୮୭ତମ ପ୍ରତିଷ୍ଠା ଦିବସ ପାଳିତ