ପଳାଶୁଣି ଛକରେ ମର୍ମନ୍ତୁଦ ଦୁର୍ଘଟଣା: ଦୁଇ ଟ୍ରକ୍ ମଝିରେ ଚାପି ହୋଇ କାର ଚାଳକଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ପଳାଶୁଣି ଛକରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପଳାଶୁଣି ଛକ ନିକଟରେ ଏକ ଟ୍ରକର ବ୍ରେକ୍ ଫେଲ ହୋଇ ରାସ୍ତାରେ ଠିଆ ହୋଇଥିଲା। ତାକୁ ଏକ କାର ଧକ୍କା ଦେଇଥିଲା। ତାପରେ ଆଉ ଏକ ଟ୍ରକ୍ କାରକୁ ପଛପଟୁ ଧକ୍କା ଦେଇଥିଲା। ୨ଟି ଟ୍ରକ ମଝିରେ ଚାପି ହୋଇଯାଇଥିଲା କାରଟି। ତାପରେ ସେହି କାର ଚାଳକ ଚାପି ହୋଇଯାଇଥିଲେ ଏବଂ ଘଟଣାସ୍ଥଳରେ … Continue reading ପଳାଶୁଣି ଛକରେ ମର୍ମନ୍ତୁଦ ଦୁର୍ଘଟଣା: ଦୁଇ ଟ୍ରକ୍ ମଝିରେ ଚାପି ହୋଇ କାର ଚାଳକଙ୍କ ମୃତ୍ୟୁ