ଶ୍ରୀମନ୍ଦିରର ନୂଆ ପ୍ରଶାସକ ଦାୟିତ୍ବରେ ବୀର ବିକ୍ରମ ଯାଦବ

ପୁରୀ: ଶ୍ରୀମନ୍ଦିରର ନୂତନ ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂତନ ଦାୟିତ୍ବ ଗ୍ରହଣ କରିବା ପୂର୍ବରୁ ଶ୍ରୀ ଯାଦବ ପ୍ରଥମେ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ଶ୍ରୀମନ୍ଦିରର ବିଭିନ୍ନ ଦେବଦେବୀ ମନ୍ଦିର ବୁଲି ଥିଲେ। ପରେ ସେ ଶ୍ରୀମନ୍ଦିର କାର୍ଯ୍ୟଳୟକୁ ଯାଇ ଦାୟିତ୍ୱ ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ବୀର ବିକ୍ରମ … Continue reading ଶ୍ରୀମନ୍ଦିରର ନୂଆ ପ୍ରଶାସକ ଦାୟିତ୍ବରେ ବୀର ବିକ୍ରମ ଯାଦବ