ଇସ୍ରୋକୁ ସହାୟତା ନିମିତ୍ତ ନୂଆ ଗବେଷଣା କେନ୍ଦ୍ର ସ୍ଥାପନ କରାଯିବ

ନୂଆଦିଲ୍ଲୀ: ଇସ୍ରୋର ଗବେଷଣା କ୍ଷେତ୍ରକୁ ସହାୟତା କରିବା ନିମିତ୍ତ ଦେଶରେ ନୂଆ ନୂଆ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବାକୁ କେନ୍ଦ୍ର ସରକାର ଚାହୁଁଛନ୍ତି ବୋଲି କେନ୍ଦ୍ର ଆଣବିକ ଶକ୍ତି ଏବଂ ମହାକାଶ ଗବେଷଣା ରାଷ୍ଟ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ ପ୍ରକାଶ କରିଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଡ. ସିଂହ ଆଜି ଲୋକସଭାରେ ପ୍ରକାଶ କରିଛନ୍ତି ଯେ, ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ, ଇସ୍ରୋ ୨୦୨୨ ମସିହାରେ ମହାକାଶ ଗବେଷଣା … Continue reading ଇସ୍ରୋକୁ ସହାୟତା ନିମିତ୍ତ ନୂଆ ଗବେଷଣା କେନ୍ଦ୍ର ସ୍ଥାପନ କରାଯିବ