ଓଡ଼ିଶା ଟେନିସ କ୍ରିକେଟ ସଂଘର ଖେଳାଳି ଚୟନ ଶିବିର

ଭୁବନେଶ୍ୱର : ଭାରତୀୟ ଟେନିସ କ୍ରିକେଟ ସଂଘ ଦ୍ୱାରା ଚଳିତ ମାସ ୨୬ ତାରିଖ ଠାରୁ ୨୮ ପର୍ଯ୍ୟନ୍ତ ଦିଲ୍ଲୀ ସ୍ଥିତ ରୋହିଣୀ କ୍ରିକେଟ ପଡିଆରେ ବରିଷ୍ଠ ବର୍ଗର ସର୍ବ ଭାରତୀୟ କ୍ରିକେଟ ପ୍ରତିଯୋଗିତା – ୨୦୨୨ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଦେଶର ୨୪ଟି ରାଜ୍ୟରୁ ଖେଳାଳି ଯୋଗଦେବାକୁ ଯାଉଛନ୍ତି। ଓଡିଶା ତରଫରୁ ଏକ ୧୬ଜଣିଆ ଟେନିସ କ୍ରିକେଟ ଦଳ ଚୟନ କରାଯିବ। ଏଥିପାଇଁ ଏକ ରାଜ୍ୟସ୍ତରୀୟ … Continue reading ଓଡ଼ିଶା ଟେନିସ କ୍ରିକେଟ ସଂଘର ଖେଳାଳି ଚୟନ ଶିବିର