୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଆଜି ୭୪ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଓଡ଼ିଶାର ରାଜଧାନୀ ଭୁବନେଶ୍ବରର ଇତିହାସ ୭୩ ବର୍ଷ ପୁରୁଣା। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ, ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନବବର୍ଷ ଅବସରରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ପଣ୍ତିତ ଜବାହରଲାଲ ନେହରୁ ଓଡ଼ିଶାର ନୂଆ ରାଜଧାନୀ ଭୁବନେଶ୍ବରଠାରେ ନିର୍ମାଣର ଶୁଭାରମ୍ଭ କରିଥିଲେ। ପୂର୍ବରୁ ଓଡ଼ିଶାର ରାଜଧାନୀ କଟକ ଥିଲା। ତେବେ ୭୪ ତମ ରାଜଧାନୀ ପ୍ରତିଷ୍ଠା ଦିବସରେ ଆଜି ସ୍ୱତନ୍ତ୍ର … Continue reading ୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ