ରାଜଧାନୀ ପ୍ରତିଷ୍ଠା ଦିବସରେ ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା

ଭୁବନେଶ୍ୱର: ଆଜି ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ୭୪ ତମ ରାଜଧାନୀ ପ୍ରତିଷ୍ଠା ଦିବସରେ ଆଜି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁଳା ପୁଳା ମନ୍ତ୍ରୀଙ୍କ ସହ ସଚିବମାନଙ୍କୁ ନିମନ୍ତ୍ରଣ କରାଯାଇଥିଲେ ବି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଡକାଯାଇନାହିଁ। ଆଉ ଏହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଅପରାଜିତା। ଟ୍ୱିଟ କରି ଅପରାଜିତା ଲେଖିଛନ୍ତି ଯେ ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ରାଜଧାନୀ ପ୍ରତିଷ୍ଠା … Continue reading ରାଜଧାନୀ ପ୍ରତିଷ୍ଠା ଦିବସରେ ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା