ହକି ବିଶ୍ଵକପ-୨୦୨୩ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ହକିି ବିଶ୍ବକପ୍‌ ଲୋଗୋ-୨୦୨୩କୁ ଉନ୍ମୋଚନ କରିଛନ୍ତି। ୨୦୨୩ ଜାନୁଆରି ୧୩ଠାରୁ ୨୯ ପର୍ଯ୍ୟନ୍ତ ବିଶ୍ଵକପ୍‌ ଖେଳାଯିବ। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଓ ରାଉରକେଲାର ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ବିଶ୍ଵକପ୍‌ର ମ୍ୟାଚଗୁଡ଼ିକ ଖେଳାଯିବ। ସୂଚନାଯୋଗ୍ୟ, ୨୦୧୮ରେ ଭୁବନେଶ୍ବରରେ ସଫଳତାର ସହିତ ବିଶ୍ଵକପ୍‌ ଆୟୋଜିତ କରିବା ପରେ ପୁଣି ୨୦୨୩ରେ ଆୟୋଜିତ କରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଏଥର କିନ୍ତୁ … Continue reading ହକି ବିଶ୍ଵକପ-୨୦୨୩ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ