୪୩.୫ ଡିଗ୍ରି ସହ ସୋନପୁର ଉତ୍ତପ୍ତ ସହର : ରାଜ୍ୟର ୧୫ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ

ଭୁବନେଶ୍ୱର: ରାଜ୍ୟସାରା ପ୍ରବଳ ଖରା ହେଉଛି। ସକାଳ ୯ଟାରୁ ଦିନ ୪ଟା ଯାଏଁ ଘରୁ ବାହାରକୁ ଯିବା ପୂର୍ବରୁ ଚିନ୍ତା ପଶୁଛି। ସୋନପୁରରେ ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ୪୩.୫ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ରାଜ୍ୟର ୧୫ଟି ସହରର ତାପମାତ୍ର ୪୦ ଡିଗ୍ରି ଉପରେ ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। … Continue reading ୪୩.୫ ଡିଗ୍ରି ସହ ସୋନପୁର ଉତ୍ତପ୍ତ ସହର : ରାଜ୍ୟର ୧୫ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ