ଓୟୁଟିଆର୍‌ ବୁଲି ଦେଖିବା ସହ ବିକାଶମୂଳକ କାମର ତଦାରଖ କଲେ ୫ଟି ସଚିବ

ଭୁବନେଶ୍ବର: ଶନିବାର ୫ଟି ସଚିବ ଭି କେ ପାଣ୍ଡିଆନ ଓଡ଼ିଶା ୟୁନିଭରସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ କ୍ୟାମ୍ପସ ବୁଲି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ସହ ସମୀକ୍ଷା ବୈଠକ କରିଛନ୍ତି। ଏଠାରେ ୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢୁଥିବା ବେଳେ ୨୬ ଟି ପିଜି ଓ ୧୧ଟି ବିଟେକ ବିଭାଗ ରହିଛି। ୩ରୁ ୫ ବର୍ଷ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରାଯିବାର ଯୋଜନା ରହିଛି। ଏଥିପାଇଁ … Continue reading ଓୟୁଟିଆର୍‌ ବୁଲି ଦେଖିବା ସହ ବିକାଶମୂଳକ କାମର ତଦାରଖ କଲେ ୫ଟି ସଚିବ