ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ରେକର୍ଡ଼ ୧୦୦୬୩ ୟୁନିଟ୍ ରକ୍ତଦାନ : ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ମହାନ ଜନନାୟକ ପ୍ରବାଦପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଓଡ଼ିଶା-ମୋ ପରିବାର, ସାରା ରାଜ୍ୟରେ ‘ଜୀବନବିନ୍ଦୁ’ ରକ୍ତଦାନ ଶିବିର ଆୟୋଜନ କରି ୧୦୦୬୩ ୟୁନିଟ୍ ରକ୍ତ ସଂଗ୍ରହ କରିଛି। ଗ୍ରୀଷ୍ମ ପ୍ରବାହ ସମୟରେ ରକ୍ତର ବହୁଳ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଦିବସରେ ଓଡ଼ିଶା-ମୋ ପରିବାର ତରଫରୁ ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରାୟ ୯୬ଟି ସ୍ଥାନରେ ‘ଜୀବନବିନ୍ଦୁ’ ରକ୍ତଦାନ ଶିବିର ଆୟୋଜନ କରାଯାଇ … Continue reading ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ରେକର୍ଡ଼ ୧୦୦୬୩ ୟୁନିଟ୍ ରକ୍ତଦାନ : ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ