ପରଲୋକରେ କମଳଦେଶର ରାଜକୁମାର

ଭୁବନେଶ୍ବର: ନିରବି ଗଲେ ପ୍ରଫୁଲ୍ଲ! ଆଉ ନାହାନ୍ତି କମଳ ଦେଶର ରାଜକୁମାର!! ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ଓ ଗୀତିକାର ପ୍ରଫୁଲ୍ଲ କରଙ୍କର ରବିବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି । ଚଳଚ୍ଚିତ୍ର ସଂଗୀତ, ଲଘୁ ସଂଗୀତ, ଭକ୍ତି ସଂଗୀତ ଓ ଓଡ଼ିଶୀ ସଂଗୀତର ଅପ୍ରତିନ୍ଦ୍ବନ୍ଦ୍ବୀ କଳାକାର ତଥା ସ୍ରଷ୍ଟା ପ୍ରଫୁଲ୍ଲ କର ନିଜର ଅନବଦ୍ୟ ସୃଷ୍ଟି ଲାଗି ସମଗ୍ର ରାଜ୍ୟରେ ଘରେ ଘରେ ପରିଚିତ … Continue reading ପରଲୋକରେ କମଳଦେଶର ରାଜକୁମାର