ସଜନା ପତ୍ରର ଔଷଧୀୟ ଗୁଣ

ନୂଆଦିଲ୍ଲୀ: ସଜନା ପତ୍ରରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ କରିବା ଦ୍ବାରା ଅନେକ ଲାଭ ମିଳିଥାଏ। ଆସନ୍ତୁ ଜାଣିବା ସଜନା ପତ୍ର ଖାଇବା ଦ୍ବାରା କ’ଣ କ’ଣ ଲାଭ ମିଳିଥାଏ। ମଧୁମେହ ରୋଗୀଙ୍କ ପାଇଁ ସଜନା ପତ୍ର ବହୁତ ଉପଯୋଗୀ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡେଣ୍ଟ ଗୁଣ ରହିଥାଏ, ଯେଉଁଥିପାଇଁ ରକ୍ତ ଶର୍କରା ନିୟନ୍ତ୍ରଣରେ ରହିଥାଏ। ଏପରି ପରିସ୍ଥିତିରେ ଆପଣଙ୍କୁ ଡାଏଟରେ ସଜନା ପତ୍ର … Continue reading ସଜନା ପତ୍ରର ଔଷଧୀୟ ଗୁଣ