ସ୍କୁଲ ବସର ଜୋରଦାର ଚେକିଂ : ୭ଟି ବସରୁ ଫାଇନ ଆଦାୟ

କଟକ: ପ୍ରତିଦିନ ଛାତ୍ରଛାତ୍ରୀଙ୍କୁ ସ୍କୁଲ ଆଣିବା ପାଇଁ ହଜାର ହଜାର ସ୍କୁଲ ଭ୍ୟାନ ଚଳାଚଳ କରୁଛି। କିନ୍ତୁ କେବେ ଭାବିଛନ୍ତି ଆପଣଙ୍କ ପିଲା ଯାଉଥିବା ସ୍କୁଲ ବସ କେତେ ସୁରକ୍ଷିତ? ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍କୁଲ ବସରେ କଣ ବ୍ୟବସ୍ଥା ରହିବା ଆବଶ୍ୟକ? ଯାହାଫଳରେ ଛାତ୍ରଛାତ୍ରୀ ସୁରକ୍ଷିତ ରହି ପାରିବେ। ସ୍କୁଲ ଛାତ୍ରଛାତ୍ରୀଙ୍କୁ ଆଣିବା ପାଇଁ ଚାଲୁଥିବା ବସ ପାଇଁ ସୁପ୍ରିମକୋର୍ଟ କିଛି ନିୟମ ଜାରି କରିଛନ୍ତି। ଆଉ ଏହି … Continue reading ସ୍କୁଲ ବସର ଜୋରଦାର ଚେକିଂ : ୭ଟି ବସରୁ ଫାଇନ ଆଦାୟ