ରିଲାଏନ୍ସ ରିଟେଲ୍ ଖୋଲିବ “ସ୍ୱଦେଶ’’ ଷ୍ଟୋର

ଭୁବନେଶ୍ୱର: ରିଲାଏନ୍ସ ରିଟେଲ୍ ପକ୍ଷରୁ “ହ୍ୟାଣ୍ଡ୍‌ମେଡ୍ ଇନ୍ ଇଣ୍ଡିଆ’ କାର୍ଯ୍ୟକ୍ରମର ଘୋଷଣା କରାଯାଇଛି। ଏହା ଜରିଆରେ ଅସଲି ହାତ ତିଆରି ଉତ୍ପାଦକୁ ପ୍ରଦର୍ଶିତ କରିବା ଏବଂ ବିଶ୍ୱ ସ୍ତରରେ ସମୃଦ୍ଧ ଭାରତୀୟ କଳାକୁ ଆଗକୁ ବଢ଼ାଇବା ପାଇଁ ରିଲାଏନ୍ସ ରିଟେଲ୍ ପକ୍ଷରୁ “ସ୍ୱଦେଶ’ ନାମରେ ରିଟେଲ୍ ଷ୍ଟୋର ସମୂହ ଖୋଲାଯିବ। ଏହା ଦ୍ୱାରା ହଜାର ହଜାର କାରିଗରଙ୍କୁ ସ୍ଥାୟୀ ଜୀବିକା ମିଳିବା ସହିତ ଏହା ଭାରତୀୟ କଳାକୁ ସାରା ଦୁନିଆର … Continue reading ରିଲାଏନ୍ସ ରିଟେଲ୍ ଖୋଲିବ “ସ୍ୱଦେଶ’’ ଷ୍ଟୋର