ଓଡିଶା ଡିଜିଟାଲ ମିଡ଼ିଆ ଆସୋସିଏସନର କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଆଜି ଓଡିଶା ଡିଜିଟାଲ ମିଡ଼ିଆ ଆସୋସିଏସନର କାର୍ଯ୍ୟକାରୀ କମିଟି ବୈଠକ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗ୍ରାମ୍ୟ ପର୍ଯ୍ୟଟନରେ ଗଣମାଧ୍ୟମର ଭୂମିକା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ରାଜ୍ୟ ସଭାପତି ତୁଷାର ପଟ୍ଟନାୟକ ସଭାପତିତ୍ୱ କରିଥିଲେ।ସର୍ବ ଭାରତୀୟ ସାମ୍ବାଦିକ ସଂଘର ସଭାପତି ନାରାୟଣ ଶର୍ମା ଓ କର୍ଣ୍ଣାଟକ ରାଜ୍ୟ ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ନରେନ୍ଦ୍ର କୁମାର ସମ୍ମାନିତ ଅତିଥି … Continue reading ଓଡିଶା ଡିଜିଟାଲ ମିଡ଼ିଆ ଆସୋସିଏସନର କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ