ରାଜଧାନୀରେ ପୁଣି ଡବଲ ମର୍ଡର : ସ୍ତ୍ରୀ ଓ ଶାଳୀଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ଭୁବନେଶ୍ୱର: ରାଜଧାନୀରେ ଡବଲ ମର୍ଡର ହୋଇଥିବାର ଖବର ମିଳିଛି। ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନିର ଶିବ ମନ୍ଦିର ନିକଟରେ ଥିବା ଏକ ଘରେ ଦୁଇଜଣ ମହିଳାଙ୍କୁ ହତ୍ୟା କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସ୍ୱାମୀ ବିଜୟକେତନ ସେଠୀ ତିନି ଦିନ ତଳୁ ସ୍ତ୍ରୀ ଓ ଶାଳୀଙ୍କୁ ହତ୍ୟା କରି ଘରେ ଲୁଚାଇ ରଖିଥିଲା। ଆଜି ସକାଳେ ଘର ଭିତରୁ ପଚା ଗନ୍ଧ ବାହାରିବା ପରେ ପଡ଼ୋଶୀମାନେ ସନ୍ଦେହ କରିଥିଲେ। ସେମାନେ ଚନ୍ଦ୍ରଶେଖରପୁର … Continue reading ରାଜଧାନୀରେ ପୁଣି ଡବଲ ମର୍ଡର : ସ୍ତ୍ରୀ ଓ ଶାଳୀଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ