କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସ ଥିବା ବାବୁଲି ଚରଣ ପଢ଼ିଆରୀଙ୍କ ଘରେ ଆଜି ଭିଜିଲାନ୍ସ ରେଡ ହୋଇଛି। ଭିଜିଲାନ୍ସର ତିନି ଜଣ ଡ଼ିଏସପିଙ୍କ ସମେତ ୧୦ ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଥିବାବେଳେ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଛି। ଭୁବନେଶ୍ୱରର ରଘୁନାଥପୁରରେ ଥିବା ଏକ ତିନି ମହଲା କୋଠା, ଏକ ଦୁଇ ମହଲା କୋଠା, ଆଶୀର୍ବାଦ ପ୍ଲାଜା ଆପାର୍ଟମେଣ୍ଟର ଫ୍ଲାଟ ନମ୍ବର ୧୦୨ରେ ଚଢ଼ାଉ … Continue reading କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ