ରୁଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ କେହି ବିଜୟୀ ହେବେ ନାହିଁ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବେ ତିନି ଦିନିଆ ବିଦେଶ ଗସ୍ତରେ ଅଛନ୍ତି। ମେ ୨ରୁ ମେ ୪ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଜର୍ମାନୀ, ଫ୍ରାନ୍ସ ଏବଂ ଡେନମାର୍କ ଗସ୍ତ କରିବେ। ତାଙ୍କର ତିନି ଦେଶ ଗସ୍ତର ପ୍ରଥମ ପର୍ଯ୍ୟାୟରେ ଜର୍ମାନୀରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ମୋଦୀ ଭାରତୀୟ ବଂଶୋଦ୍ଭବଙ୍କୁ ଭେଟି କଥାବାର୍ତ୍ତା ହେବା ସହ ଜର୍ମାନ ଚାନ୍ସେଲର ଓଲାଫ ସ୍କୋଲଜଙ୍କୁ ଭେଟିଥିଲେ। ଏହି ସମୟରେ ଦୁହେଁ ରୁଷ-ୟୁକ୍ରେନ ଯୁଦ୍ଧକୁ ନେଇ ଆଲୋଚନା … Continue reading ରୁଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ କେହି ବିଜୟୀ ହେବେ ନାହିଁ: ପ୍ରଧାନମନ୍ତ୍ରୀ ମୋଦୀ