ୱାର୍ଲଡ଼ ବୁକ ଅଫ ରେକର୍ଡ଼ରେ ୫ ବର୍ଷର ଶିଶୁ ସାଇ ସୋହନ

ଧଉଳି: ଓଲଟା ଭାବେ ଇଂରାଜୀ ବର୍ଣ୍ଣମାଳା ଡାକୁଛନ୍ତି। ଏମିତିକି ଶହେରୁ ୧ ଯାଏ ମଧ୍ୟ ନିର୍ଭୁଲ ଭାବେ କହୁଛନ୍ତି। ତାହା ପୁଣି ଖୁବ୍ ଅଳ୍ପ ସମୟ ଭିତରେ। ଖାଲି ସେତିକି ନୁହେଁ, ଭାରତର ୨୮ଟି ରାଜ୍ୟର ନାମ ସହିତ ରାଜଧାନୀର ନାମ ମଧ୍ୟ ପ୍ରାଞ୍ଜଳ ଭାବେ କହୁଛନ୍ତି। ତାଙ୍କର ଏହି ଚମତ୍କାର ପ୍ରତିଭା ପାଇଁ ନିକଟରେ ସେ ଇଣ୍ଡିଆ ବୁକ ଅଫ ରେକର୍ଡ଼ ଓ ୱାର୍ଲଡ଼ ବୁକ ଅଫ ରେକର୍ଡ଼ … Continue reading ୱାର୍ଲଡ଼ ବୁକ ଅଫ ରେକର୍ଡ଼ରେ ୫ ବର୍ଷର ଶିଶୁ ସାଇ ସୋହନ