ଭୁବନେଶ୍ୱରରେ ମାସକ ମଧ୍ୟରେ ଗଡ଼ିବ ୧୦ ଇ-ବସ୍‌

ଏ ବର୍ଷ ୫୦ଟି ବସ୍‌ ଚଳାଇବାକୁ ଯୋଜନା, ଚନ୍ଦ୍ରଶେଖରପୁରରେ ଚାର୍ଜିଂ ଷ୍ଟେସନ୍‌ ଭୁବନେଶ୍ବର : ମାସକ ମଧ୍ୟରେ ଭୁବନେଶ୍ବରରେ ୧୦ଟି ଇ-ବସ୍‌ ଚଳାଚଳ କରିବ। ଏଥିସହ ୨୦୨୨ରେ ୫୦ଟି ବସ୍‌ ଚଳାଇବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଚନ୍ଦ୍ରଶେଖରପୁରଠାରେ ବସ୍‌ଗୁଡ଼ିକର ଚାର୍ଜିଙ୍ଗ ଷ୍ଟେସନ ହେଇଛି। କ୍ରୁଟ ପକ୍ଷରୁ କରାଯାଇଥିବା ଏହି ଚାର୍ଜିଙ୍ଗ ଷ୍ଟେସନରେ ଏକାଥରେ ୫ଟି ବସ୍‌ ଚାର୍ଜ ହବ। ସଫଳତା ମିଳିଲେ ଆଗକୁ ଆଉ ଅଧିକ ଷ୍ଟେସନ୍‌ ବି ହେବ। … Continue reading ଭୁବନେଶ୍ୱରରେ ମାସକ ମଧ୍ୟରେ ଗଡ଼ିବ ୧୦ ଇ-ବସ୍‌