ଅଳକା ମହାନ୍ତି ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେଡି ପ୍ରାର୍ଥୀ

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଅଳକା ମହାନ୍ତିଙ୍କ ନାଆଁ ଘୋଷଣା କରିଛନ୍ତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବ୍ରଜରାଜନଗରର ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିଧବା ପତ୍ନୀ ହେଉଛନ୍ତି ଅଳକା ମହାନ୍ତି। ଗତ ଡିସେମ୍ବର ୩୦ରେ ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଥିଲା। ଚଳିତ ମେ’୩୧ରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। … Continue reading ଅଳକା ମହାନ୍ତି ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେଡି ପ୍ରାର୍ଥୀ