ଫକୀରମୋହନ ଜାତୀୟ ସାହିତ୍ୟ ସମ୍ମାନରେ ସମ୍ମାନିତ ହେବେ ପେରୁମାଲ ମୁରୁଗାନ

ବାଲେଶ୍ବର: ପ୍ରସିଦ୍ଧ ଭାରତୀୟ ତାମିଲ ଲେଖକ ପେରୁମାଲ ମୁରୁଗାନଙ୍କୁ ୨୦୨୨ ବର୍ଷ ପାଇଁ ‘ଫକୀରମୋହନ ଜାତୀୟ ସାହିତ୍ୟ ସମ୍ମାନ’ ପ୍ରଦାନ କରାଯିବ। ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ, କୁଳସଚିବ କୁକୁମୀନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଓଡ଼ିଶାର ବିଶିଷ୍ଟ ସାହିତ୍ୟିକଙ୍କୁ ନେଇ ଗଠିତ ଖଣ୍ଡପୀଠ ଜରିଆରେ ଏ ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯାଇଛି। ସମ୍ମାନ ଗ୍ରହଣ କରିବା ନେଇ ଶ୍ରୀ ମୁରୁଗାନ୍ ସମ୍ମତି ପ୍ରଦାନ କରିଥିବା ଜଣାଯାଇଛି। ଆସନ୍ତା … Continue reading ଫକୀରମୋହନ ଜାତୀୟ ସାହିତ୍ୟ ସମ୍ମାନରେ ସମ୍ମାନିତ ହେବେ ପେରୁମାଲ ମୁରୁଗାନ