ରାଜପକ୍ଷେଙ୍କ ଦେଶ ଛାଡ଼ିବା ଉପରେ ରୋକ୍ ଲଗାଇଲେ କୋର୍ଟ

କଲମ୍ବୋ : ଶ୍ରୀଲଙ୍କାର ଏକ କୋର୍ଟ ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷେ, ତାଙ୍କ ରାଜନୈତିକ ଉତ୍ତରାଧିକାରୀ ତଥା ପୁତ୍ର ନମଲ ଓ ୧୫ ଜଣ ସହଯୋଗୀଙ୍କ ଦେଶ ଛାଡ଼ିବା ଉପରେ ରୋକ ଲଗାଇଛନ୍ତି। ଦେଶରେ ହିଂସାକାଣ୍ଡ ଘଟାଇବା ଅଭିଯୋଗରେ ରାଜପକ୍ଷେଙ୍କ ବିରୋଧରେ ଆଗତ ଏକ ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ରନିଲ ବିକ୍ରମସିଂଘେଙ୍କୁ ଆଜି ପୁଣି ଥରେ ପ୍ରଧାନମନ୍ତ୍ରୀ ନିଯୁକ୍ତ … Continue reading ରାଜପକ୍ଷେଙ୍କ ଦେଶ ଛାଡ଼ିବା ଉପରେ ରୋକ୍ ଲଗାଇଲେ କୋର୍ଟ