ରାଜଧାନୀରେ ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ଚକରା ବାରିକ ଏସସିବି ମେଡିକାଲରେ ଭର୍ତ୍ତି

ଭୁବନେଶ୍ବର: ଭୁବନେଶ୍ୱର ଏନକାଉଣ୍ଟରରେ ଗୁରୁତର ଆହତ କୁଖ୍ୟାତ ଅପରାଧୀ ଚକରା ବାରିକକୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଚକରାର ଡାହାଣ ପଟ ଗୋଡ଼ରେ ଗୁଳି ବାଜିଛି। ଚକରା ବାରିକକୁ କାଜୁଆଲଟିରୁ ସର୍ଜରି ୱାର୍ଡକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଖଣ୍ଡଗିରି ପୁଲିସ ଥାନା ଅନ୍ତର୍ଗତ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ପ୍ରାୟ ରାତି ସାଢ଼େ ୪ଟାରେ କୁଖ୍ୟାତ ଦୁର୍ବୃତ୍ତ ଚକରା ବାରିକଙ୍କ ନେତୃତ୍ବରେ ତା’ର ୬/୭ଜଣ ସହଯୋଗୀ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ … Continue reading ରାଜଧାନୀରେ ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ଚକରା ବାରିକ ଏସସିବି ମେଡିକାଲରେ ଭର୍ତ୍ତି