ଘରକୁ ଡାକିନେଇ ଯୁବତୀଙ୍କୁ ଦୁଷ୍କର୍ମ : ଯୁବକ ଗିରଫ

ବାଲିଅନ୍ତା: ରାଜଧାନୀ ଉପକଣ୍ଠ ପାହାଳ ଥାନାରେ ଜଣେ ଯୁବତୀ ଦୁଷ୍କର୍ମ ଅଭିଯୋଗ ଆଣିଥିବାର ଖବର ମିଳିଛି। ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ କିଶନ ଅଗ୍ରୱାଲ(୨୪) ନାମକ ଜଣେ ଯୁବକ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ଡ୍ୟାନ୍ସବାରକୁ ଯାଇଥିଲେ। ସେଠାରେ ତାଙ୍କର ଜଣେ ଯୁବତୀଙ୍କ ସହ ପରିଚୟ ହୋଇଥିଲା। ତାପରେ ନିଜ ଘରକୁ ଯିବା ଲାଗି ଯୁବତୀଙ୍କୁ ଅନୁରୋଧ କରିଥିଲେ କିଶନ। ପରେ ଦୁହେଁ … Continue reading ଘରକୁ ଡାକିନେଇ ଯୁବତୀଙ୍କୁ ଦୁଷ୍କର୍ମ : ଯୁବକ ଗିରଫ