୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୫ ତାରିଖ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲା … Continue reading ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା