ତ୍ରିପୁରା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିପ୍ଲବ କୁମାର ଦେବ

ଅଗରତଲା: ଇସ୍ତଫା ଦେଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ। ଆଜି ସେ ଇସ୍ତଫା ଦେଇଥିବା ବେଳେ ତାଙ୍କ ଇସ୍ତଫା ପତ୍ର ରାଜ୍ୟପାଳ ଏସ.ଏନ୍ ଆର୍ଯ୍ୟଙ୍କ ନିକଟରେ ଦାଖଲ କରିଛନ୍ତି। ନ୍ୟୁଜ୍ ଏଜେନ୍ସି ପିଟିଆଇ ଏହି ସୂଚନା ଦେଇଛି। ତେବେ କେଉଁ କାରଣରୁ ସେ ଇସ୍ତଫା ଦେଇଛନ୍ତି, ତାହା ପ୍ରଥମେ ଜଣା ପଡିନଥିବା ବେଳେ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଗଣମାଧ୍ୟମକୁ କହିଛନ୍ତି ଯେ, ଦଳର ନିଷ୍ପତ୍ତି … Continue reading ତ୍ରିପୁରା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିପ୍ଲବ କୁମାର ଦେବ