କ୍ଷମତାରୁ ହଟିପାରନ୍ତି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ୍

ବେଜିଂ : ବିଶ୍ବର ଅନ୍ୟତମ କ୍ଷମତାଶାଳୀ ବ୍ୟକ୍ତିଭାବେ ଜଣାଶୁଣା ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ୍ ପଦ ଛାଡ଼ିପାରନ୍ତି କିମ୍ବା ତାଙ୍କୁ ପଦରୁ ହଟାଇ ଦିଆଯାଇପାରେ। ଏପରି ଏକ ଚର୍ଚ୍ଚା ଉଠିଛି ଚୀନ ସୋସିଆଲ ମିଡିଆରେ। ନିକଟରେ ଚୀନର ସର୍ବୋଚ୍ଚ କ୍ଷମତାଶାଳୀ ସଂସ୍ଥା କମ୍ୟୁନିଷ୍ଟ ପାର୍ଟି ପଲିଟିବ୍ୟୁରୋ ଷ୍ଟାଣ୍ଡିଂ କମିଟିର ଏକ ଜରୁରୀ ବୈଠକ ବସିଥିଲା। ଏହି ବୈଠକ ପରେ ସିଙ୍କୁ ହଟାଇବା ନେଇ ଚର୍ଚ୍ଚା ଜୋର ଧରିଛି। କାନାଡାର ଜଣେ … Continue reading କ୍ଷମତାରୁ ହଟିପାରନ୍ତି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ୍