ମେ’ ୧୮ରେ ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ

ଛତ୍ରପୁର : ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ତଥା ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ତାରାତାରିଣୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଗତ ୧୬ ତାରିଖଠାରୁ ଆରମ୍ଭ ହୋଇଯାଇଛି। ଏହି ମହୋତ୍ସବ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ … Continue reading ମେ’ ୧୮ରେ ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ