କେନ୍ଦ୍ରର ‘ଆୟୁଷ୍ମାନ ଭାରତ’ ଯୋଜନାକୁ କାଉଣ୍ଟର କରିବାକୁ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ’ ଯୋଜନା

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍ ଭାରତ’ ଯୋଜନାକୁ ରାଜ୍ୟ ସରକାରଙ୍କ କାଉଣ୍ଟର। ଓଡ଼ିଶା ସରକାର ଏହି ଯୋଜନା ଢାଞ୍ଚାରେ ଘୋଷଣା କରିଛନ୍ତି ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ’ । ରାଜ୍ୟର ୭୦ ଲକ୍ଷ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଏହି ସ୍ୱାସ୍ଥ୍ୟ ସୁରକ୍ଷା ସହାୟତା ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସୁରକ୍ଷା ସହାୟତାର ବ୍ୟବସ୍ଥା କରାଯାଇଛି। ସବୁ ସରକାରୀ ହସ୍ପିଟାଲରେ … Continue reading କେନ୍ଦ୍ରର ‘ଆୟୁଷ୍ମାନ ଭାରତ’ ଯୋଜନାକୁ କାଉଣ୍ଟର କରିବାକୁ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ’ ଯୋଜନା