କାଳବୈଶାଖୀ ପାଇଁ ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୦ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ … Continue reading କାଳବୈଶାଖୀ ପାଇଁ ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି