ମହିଳା ବିଶ୍ବ ମୁଷ୍ଟିଯୁଦ୍ଧରେ ସ୍ବର୍ଣ୍ଣ ଜିତି ଇତିହାସ ରଚିଲେ ନିଖତ୍ ଜରିନ୍

ଇସ୍ତାନବୁଲ: ଭାରତୀୟ ମହିଳା ମୁ‌ଷ୍ଟିଯୋଦ୍ଧା ନିଖତ ଜରୀନ (୫୨ କେଜି) ଆଇବିଏ ମହିଳା ବିଶ୍ବ ମୁଷ୍ଟିପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଛନ୍ତି। ଆଜି ଫାଇନାଲ୍‌ ମୁକାବିଲାରେ ସେ ଥାଇଲ୍ୟାଣ୍ଡର ଜୁଟାମାସ୍ ଜିତପୋଙ୍ଗକୁ ପରାସ୍ତ କରି ବକ୍ସିଂ ବିଶ୍ୱ ଚାମ୍ପିଅନସିପରେ ନିଖତ୍ ଜରିନ୍ ସ୍ୱର୍ଣ୍ଣ ଜିତିଛନ୍ତି। ଆଜିର ମୁକାବିଲାରେ ସେ ନିଜର ପ୍ରତିଦ୍ୱନ୍ଦୀଙ୍କ ଉପରେ ଦବଦବା ବଜାୟ ରଖି ୫-୦ରେ ଏକତରଫା ଭାବେ ଜିତିଛନ୍ତି। ସୂଚନାଥାଉ କି ଗତକାଲି ସେମିଫାଇନାଲ୍‌ରେ ନିଖତ ୫-୦ରେ ବ୍ରାଜିଲର … Continue reading ମହିଳା ବିଶ୍ବ ମୁଷ୍ଟିଯୁଦ୍ଧରେ ସ୍ବର୍ଣ୍ଣ ଜିତି ଇତିହାସ ରଚିଲେ ନିଖତ୍ ଜରିନ୍