ଅଶାନ୍ତ ରାଜଧାନୀ : ପଳାଶୁଣିରେ ୩ ବୋମା ମାଡ଼

ଭୁବନେଶ୍ବର: ରାଜଧାନୀରେ ପୁଣି ଫୁଟିଲା ବୋମା। ପଳାଶୁଣି ନିକଟ ଜଗନ୍ନାଥ ବିହାରରେ ବିଳମ୍ବିତ ରାତିରେ ହୋଇଛି ବୋମା ମାଡ଼। କେହି ଦୁର୍ବୃତ୍ତ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି। ତେବେ ବୋମାମାଡ଼ର କାରଣ ସମ୍ପର୍କରେ ଜଣାପଡ଼ିନି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରୁଛି। ତେବେ ଏଥିରେ କାହାର କିଛି କ୍ଷତି ହୋଇନାହିଁ। ଆପାର୍ଟମେଣ୍ଟ ଦାୟିତ୍ୱରେ ଥିବା ସୁରକ୍ଷା କର୍ମୀଙ୍କ କହିବା ଅନୁସାରେ, ଗତକାଲି ରାତି ପ୍ରାୟ ୧୧ଟା ସମୟରେ … Continue reading ଅଶାନ୍ତ ରାଜଧାନୀ : ପଳାଶୁଣିରେ ୩ ବୋମା ମାଡ଼