‘ଆନ୍ତଃରାଜ୍ୟ ପରିଷଦ୍‌’ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍ତର୍ଭୁକ୍ତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁମୋଦନକ୍ରମେ ନୂତନ ‘ଆନ୍ତଃରାଜ୍ୟ ପରିଷଦ୍‌’ ଗଠନ ହେବାକୁ ଯାଉଥିବା କଥା ଶୁକ୍ରବାର ଦିନ ଗୃହ ମନ୍ତ୍ରଣାଳୟ ଜାରି କରିଥିବା ଗେଜେଟ୍ ବିଜ୍ଞପ୍ତିରୁ ଜଣାପଡ଼ିଛି। କେନ୍ଦ୍ର ସରକାର ଘୋଷଣା କରିଥିବା ଏହି ଆନ୍ତଃରାଜ୍ୟ ପରିଷଦ୍‌ ଷ୍ଟାଣ୍ଡିଂ କମିଟିର ନୂତନ ସଦସ୍ୟଙ୍କ ମଧ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ ଏହି କମିଟିରେ ୧୩ଜଣ ସଦସ୍ୟ ଅଛନ୍ତି। ୨୦୧୯ ଅଗଷ୍ଟ … Continue reading ‘ଆନ୍ତଃରାଜ୍ୟ ପରିଷଦ୍‌’ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍ତର୍ଭୁକ୍ତ