‘ମଙ୍କିପକ୍ସ’କୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା : ଲକ୍ଷଣ ଥିଲେ ପୁନେକୁ ପରୀକ୍ଷା ଲାଗି ନମୂନା ପଠାଯିବ

ଭୁବନେଶ୍ବର: ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡଭାଇଜାରି ଜାରି କରିଛନ୍ତି। ଏଥିରେ ସତର୍କ ରହିବାକୁ କହିଛନ୍ତି। ଭାରତରେ ମଙ୍କିପକ୍ସ ଚିହ୍ନଟ ହୋଇ ନାହିଁ। ମଙ୍କିପକ୍ସ ଭଳି କିଛି ଲକ୍ଷଣ ଥିଲେ ଅର୍ଥାତ ଜ୍ୱର ହେବା, ଦେହ ମୁଣ୍ଡ ବଥା ହେବା ଓ ଦେହସାରା ଫଳି ଯିବା, ଘା’ ହେବା ତାହା ହେଲେ ପୁନେକୁ ପରୀକ୍ଷା ଲାଗି … Continue reading ‘ମଙ୍କିପକ୍ସ’କୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା : ଲକ୍ଷଣ ଥିଲେ ପୁନେକୁ ପରୀକ୍ଷା ଲାଗି ନମୂନା ପଠାଯିବ