ଶ୍ରୀମନ୍ଦିରର ଯେପରି କୌଣସି ଆଘାତ ନପହଞ୍ଚେ ତା ଉପରେ ନଜର ଦେବାର ଆବଶ୍ୟକତା ରହିଛି : ଶଙ୍କରାଚାର୍ଯ୍ୟ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାମ ଜାରି ରହିଥିବା ‌ବେଳେ ଏହାକୁ ନେଇ ବହୁ ବିବାଦ ଦେଖାଯାଇଛି। ବିରୋଧୀ ଦଳର ନେତାମାନେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ ଏହି ପ୍ରସଙ୍ଗ ଉପରେ ଏବେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ବିକାଶ କାମ ଯାହା ଚାଲିଛି, ତାର ଖରାପ ପ୍ରଭାବ ନପଡୁ। ଶ୍ରୀମନ୍ଦିରର ଭବିଷ୍ୟତ ଓ ବର୍ତ୍ତମାନ ପ୍ରତି ଯେପରି କୌଣସି … Continue reading ଶ୍ରୀମନ୍ଦିରର ଯେପରି କୌଣସି ଆଘାତ ନପହଞ୍ଚେ ତା ଉପରେ ନଜର ଦେବାର ଆବଶ୍ୟକତା ରହିଛି : ଶଙ୍କରାଚାର୍ଯ୍ୟ