୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ କାଳବୈଶାଖୀ : ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୩ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୫ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ … Continue reading ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ କାଳବୈଶାଖୀ : ୟେଲୋଓ୍ଵାର୍ଣ୍ଣିଂ ଜାରି