‘ଆମକୁ ହେୟଜ୍ଞାନ କରନି’ ତାଇୱାନ ପ୍ରସଙ୍ଗରେ ଆମେରିକାକୁ ଚୀନର ଚେତାବନୀ

ବେଜିଂ : ତାଇୱାନ ପ୍ରସଙ୍ଗରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆମେରିକା ଓ ଚୀନ। ତାଇୱାନକୁ ଅଧିକାର କରିବାକୁ ଚୀନ ଉଦ୍ୟମ କଲେ ଆମେରିକା ତାହାର ପ୍ରତିରୋଧ କରିବ ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦେଇଥିବା ବୟାନର ତୀବ୍ର ବିରୋଧ କରିଛି ଚୀନ। ଚୀନକୁ ହେୟଜ୍ଞାନ କରିବାର ଭୁଲ କରାଯିବା ଉଚିତ ନୁହେଁ ବୋଲି ଚୀନ କହିଛି। ବାଇଡେନର ବୟାନର ଜବାବ ଦେଇ ଚୀନ ବୈଦେଶିକ ବ୍ୟାପାର ମନ୍ତ୍ରୀ … Continue reading ‘ଆମକୁ ହେୟଜ୍ଞାନ କରନି’ ତାଇୱାନ ପ୍ରସଙ୍ଗରେ ଆମେରିକାକୁ ଚୀନର ଚେତାବନୀ