ଶରତ ପଟ୍ଟନାୟକ ନୂଆ ପିସିସି ସଭାପତି ନିଯୁକ୍ତ

ଭୁବନେଶ୍ବର: ଦୀର୍ଘ ଦିନରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ପଦକୁ ନେଇ ହୋଇଆସୁଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଏଆଇସିସି ପକ୍ଷରୁ ନୂଆ ପ୍ରଦେଶ କଂଗ୍ରେସ ସଭାପତିଙ୍କୁ ନିଯୁକ୍ତ କରାଯାଇଛି । ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ପିସିସି ସଭାପତି ଭାବେ ନିଯୁକ୍ତି ମିଳିଛି। ଏ ସଂକ୍ରାନ୍ତରେ ଏଆଇସିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଲ୍ଲେଖଯୋଗ୍ୟ, ଶ୍ରୀ ପଟ୍ଟନାୟକ ପୂର୍ବରୁ ମଧ୍ୟ ପିସିସି ସଭାପତି ଭାବେ କାର୍ଯ୍ୟ କରିଥିଲେ। ପିସିସି … Continue reading ଶରତ ପଟ୍ଟନାୟକ ନୂଆ ପିସିସି ସଭାପତି ନିଯୁକ୍ତ