କଳିଙ୍ଗା ଘାଟିରେ ବସ ଓଲଟିବା ଘଟଣା : ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଗଞ୍ଜାମ-କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ ଏକ ଟୁରିଷ୍ଟ ବସ ଓଲଟି ପଡ଼ିବାରୁ ୬ ଜଣଙ୍କ ଜୀବନ ଯାଇଥିଲା। ସେମାନଙ୍କ ମଧ୍ୟରେ ୪ ପୁରୁଷ ଓ ୨ ମହିଳା ଥିବା ପୁଲିସ ସୂଚନା ଦେଇଥିଲା। ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ ୭୭ ଜଣ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିବା ବେଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏହି ଘଟଣା … Continue reading କଳିଙ୍ଗା ଘାଟିରେ ବସ ଓଲଟିବା ଘଟଣା : ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ